Nitibani 24/02/23
*🎪 ” ନୀତିବାଣୀ ” 🎪* *≿━━━━༺❀༻━━━━≾* Nitibani 24/02/23 *⛔️ଜୀବନରେ ସୁଖଶାନ୍ତି ରହିବାକୁ ହେଲେ ଦୁଇଟି ଶକ୍ତିର ନିହାତି ଆବଶ୍ୟକ. ଗୋଟିଏ ହେଲା ସହିବା ଶକ୍ତି ଓ ଅନ୍ୟଟି ବୁଝିବା ଶକ୍ତି. ଏହାକୁ ଯିଏ ପାଇଛି ସେ ସୁଖଶାନ୍ତି ରେ ରହିଛି* *⛔️ ଜଣେ ବୀଜ୍ଞ ପିତା ନିଜ ପିଲାର ପ୍ରତେକ ଗତିବିଧିକୁ ଠିକ ଭାବେ ଠଉରାଇ ପାରିଥାଏ। ଅବଶ୍ୟ ଅନେକ ସମୟରେ କିଛି ନ ଜାଣିବାର ଛଳନା ମଧ୍ୟ କରିଥାନ୍ତି।* *⛔️ଜୀବନ ମତେ ଗୋଟେ … Read more